‘ବିଦ୍ୟୁତ କାଟ ସମସ୍ୟାକୁ ଦୂର ପାଇଁ ତତକାଳ ପଦକ୍ଷେପ ନିଅ’

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ପ୍ରତ୍ୟେକ ସ୍ଥାନରେ ଲାଗିରହିଛି ଅଘୋଷିତ ବିଦ୍ୟୁତ କାଟ । ଜନ ଅସନ୍ତୋଷ ବଢିବାରୁ ବାଧ୍ୟ ହୋଇ ମୁଖ୍ୟଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିଥିଲା ଗୁରୁତ୍ୱପୂର୍ଣ୍ଣ ବୈଠକ । ଘଣ୍ଟା ଘଣ୍ଟା ଧରି ହୋଇଥିଲା ମାନସ ମନ୍ଥନ। ୨୪ଘଣ୍ଟିଆ କଣ୍ଟ୍ରୋଲ ରୁମକୁ ଗୁରୁତ୍ଵ ଦେଇ ବିଦ୍ୟୁତ ଯୋଗାଇବାକୁ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ନିର୍ଦ୍ଦେଶ ଦେଇଛନ୍ତି । ବିଦ୍ୟୁତ କାଟ ସମସ୍ୟାକୁ ଦୂର ପାଇଁ ତତକାଳ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟଶାସନ ସଚିବ। ସବ ଷ୍ଟେସନ ଓ ଷ୍ଟେସନ ସହ ଯୋଗାଯୋଗ କରି ନିରବଚ୍ଛିନ୍ନ ବିଦ୍ୟୁତ୍ ଯୋଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି । କଣ୍ଟ୍ରୋଲ ରୁମକୁ ଆସୁଥିବା ଅଭିଯୋଗକୁ ଗୁରୁତ୍ଵ ଦେଇ ବିଦ୍ୟୁତ ଯୋଗାଇବାକୁ ନିଦେ୍ର୍ଦଶରେ କୁହାଯାଇଛି ।

ବିଦ୍ୟୁତ କାଟ ସମସ୍ୟାକୁ ଦୂର ପାଇଁ ତତକାଳ ପଦକ୍ଷେପକୁ ଗୁରୁତ୍ୱ ଦେବାକୁ କୁହାଯାଇଛି । ଶକ୍ତି ବିଭାଗ ଓ ବିତରଣ କମ୍ପାନୀ ମଧ୍ୟରେ ସମନ୍ୱୟ ରକ୍ଷା କରି ବିଦ୍ୟୁତ୍ ଯୋଗାଣ, ସବ ଷ୍ଟେସନ ଓ ଷ୍ଟେସନ ସହ ଯୋଗାଯୋଗ କରି ନିରବଚ୍ଛିନ୍ନ ବିଦ୍ୟୁତ୍ ଯୋଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ସଚିବ । ସୋସିଆଲ ମିଡ଼ିଆରେ ଆସୁଥିବା ଅଭିଯୋଗକୁ ଗୁରୁତର ସହ ନେଇ ଯଥାଶୀଘ୍ର ସମସ୍ୟାର ସମାଧାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ବିଦ୍ୟୁତ କାଟ ରେ ଉପୁଜୁଥିବା ସମସ୍ୟାକୁ ଖୁବ୍ ଶୀଘ୍ର ସମାଧାନ ଦିଗରେ ଗୁରୁତ୍ବ ଦେବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!