Masthead

୩ ଘଣ୍ଟା ପାଇଁ ସତର୍କ ସୂଚନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ହଠାତ ବଦଳିଲା ପାଗ । ୭ ଜିଲ୍ଲାକୁ ବର୍ଷା ସତର୍କତା । ୭ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ନେଇ ସତର୍କତା ଜାରି । ୩ ଘଣ୍ଟା ପାଇଁ ସତର୍କ ରହିବାକୁ ଝଜଉଙ୍କ କାର୍ୟ୍ୟାଳୟର ପରାମର୍ଶ । ନୟାଗଡ଼, କଟକ, ଖୋର୍ଦ୍ଧା, ପୁରୀ ଜିଲ୍ଲାକୁ ସତର୍କ ସୂଚନା । ଜଗତସିଂହପୁର, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ମଧ୍ୟ ସତର୍କତା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ