Masthead

ଗିରଫ ହୋଇପାରନ୍ତି ଷ୍ଟେସନ ମ୍ୟାନେଜର ଓ ସିଗନାଲ ଇନଚାର୍ଜ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ବାହାନଗା ଟ୍ରେନ ଟ୍ରାଜେଡ଼ି । ଦୁର୍ଘଟଣାକୁ ବିତିଲାଣି ୧୨ ଦିନ । ଏବେ ବି ବାହାରି ପାରୁନି ନିଷ୍କର୍ଷ । ଘଟଣାକୁ ନେଇ ତନାଘନା କରୁଛି ସିବିଆଇ । ତଥାପି ଖୋଲି ପାରୁନି ଗୁମର ।  ସିବିଆଇର ପ୍ରଶ୍ନ ବାଣରେ ଝାଳନାଳ ହେଲେଣି ୫ ରେଳ କର୍ମଚାରୀ । ଗିରଫ ହୋଇପାରନ୍ତି ଷ୍ଟେସନ ମ୍ୟାନେଜର ଓ ସିଗନାଲ ଇନଚାର୍ଜ । ବାହାନଗା ଷ୍ଟେସନ ଆସିଷ୍ଟାଣ୍ଟ ମ୍ୟାନେଜର ଏସ ବି ମାହାନ୍ତି ଓ ସିଗ୍ନାଲ ଇନଚାର୍ଜ ଏ କେ ମହନ୍ତ ଙ୍କୁ ଆଜି ଗିରଫ କରାଯାଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ