Masthead

ରଥ ବୈଠକ, ଭର୍ଚ୍ଚୁଆଲରେ ଯୋଡ଼ି ହେବେ ମୁଖ୍ୟମନ୍ତ୍ରୀ

ପୁରୀ (ବଡ଼ ଖବର ବ୍ୟୁରୋ):  ଥଯାତ୍ରା ପାଇଁ ଆଜି ବସିବ ଶେଷ ସମନ୍ୱୟ ବୈଠକ । ଭର୍ଚ୍ଚୁଆଲରେ ଯୋଡି ହୋଇ ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଘୋଷଯାତ୍ରା କିଭଳି ସୁରୁଖୁରୁରେ ପରିଚାଳନା ହେବ ସେ ନେଇ ଆଲୋଚନା କରାଯିବ । ସକାଳ ୧୧ଟାରେ ପୁରୀ ଟାଉନ ହଲରେ ବୈଠକ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ । ବିଶେଷ କରି ସ୍ୱାସ୍ଥ୍ୟ ପରିମଳ ବ୍ୟବସ୍ଥା, ରାସ୍ତା ଘାଟ, ବିଦ୍ୟୁତ ସମସ୍ୟା, ଶାନ୍ତି ଶୃଙ୍ଖଳା, ପାନୀୟ ଜଳ ଯୋଗାଣ ଓ ରେଳ ଚଳା ଚଳ ଉପରେ ଏହି ବୈଠକରେ ଆଲୋଚନା କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ