Masthead

ବାଲେଶ୍ୱର ଟ୍ରେନ ଟ୍ରାଜେଡି, ୫ ହଜାର ଦୀପ ଦାନ ସହ ଗାୟତ୍ରୀ ମହାଯଜ୍ଞ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ବାହାନଗା ଟ୍ରେନ ଟ୍ରାଜେଡିକୁ ପୂରିଲା ୧୨ ଦିନ । ଦ୍ୱାଦଶାହରେ କଳସ ଯାତ୍ରା ସହ ୫ହଜାର ଦୀପ ଦାନ କରିବେ ସାମାଜିକ କର୍ମୀ । ମୃତ ଯାତ୍ରୀଙ୍କ ଆତ୍ମାର ସଦଗତି ପାଇଁ ସରିଲା ବିଶ୍ୱଶାନ୍ତି ମହାଯଜ୍ଞ । ବୈଦିକ ବ୍ରାହ୍ମଣ କରୁଛନ୍ତି ଗାୟତ୍ରୀ ମହାଯଜ୍ଞ । ୧୫୦୦ ଲୋକଙ୍କ ପାଇଁ ସାମୂହିକ ପ୍ରସାଦ ସେବନର ବ୍ୟବସ୍ଥା କରାଯାଇଛି । ଗତକାଲି ଏକାଦଶାହରେ ଶହ ଶହ ଲୋକଙ୍କ ସହ ଅନେକ ରାଜନେତା, ବୁଦ୍ଧିଜୀବୀ ଓ ସମାଜସେବୀ ସାମିଲ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ