Masthead

୭୦ ହଜାର ନିଯୁକ୍ତି ପତ୍ର ବାଣ୍ଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ୭୦ ହଜାର ଯୁବବର୍ଗଙ୍କୁ ନିଯୁକ୍ତି ପତ୍ର ଦେଇଛନ୍ତି ପ୍ରଧାନମନ୍ତ୍ରୀ । ମଙ୍ଗଳବାର ସକାଳ ୧୦ଟା ୩୦ରେ ଭିଡିଓ କନଫରେନସିଂ ଜରିଆରେ ୭୦ ହଜାର ୧୨୬ ନବ ନିଯୁକ୍ତ ଭର୍ତ୍ତି ପାର୍ଥୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। ଏହି ଯୁବବର୍ଗଙ୍କୁ ସରକାରଙ୍କ ବିଭିନ୍ନ ବିଭାଗରେ ଚାକିରି ଦିଆଯାଇଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି