‘ରଥଯାତ୍ରା ସୁରୁଖୁରୁରେ ଶେଷ କରିବା ଆମ ଦାୟିତ୍ୱ’

ପୁରୀ (ବଡ଼ ଖବର ବ୍ୟୁରୋ):  ରଥଯାତ୍ରା ପ୍ରସ୍ତୁତି ନେଇ ସରିଲା ଶେଷ ସମନ୍ୱୟ ବୈଠକ । ବୈଠକରେ ମୁଖ୍ୟମନ୍ତ୍ରୀ ଭିଡ଼ିଓ କନଫ୍ରେନ୍ସ ମାଧ୍ୟମରେ ଉପସ୍ଥିତ ରହି ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ସ୍ଵାସ୍ଥ୍ୟ, ପରିମଳ ବ୍ୟବସ୍ଥା, ରାସ୍ତାଘାଟ, ବିଦ୍ୟୁତ ସମସ୍ୟା, ଶାନ୍ତି ଶୃଙ୍ଖଳା, ପାନୀୟ ଜଳଯୋଗାଣ ଓ ରେଳ ଚଳାଚଳ ଉପରେ ଏହି ବୈଠକରେ ଆଲୋଚନା କରାଯାଇଛି । ଶୃଙ୍ଖଳିତ ରଥଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ଦେଇଛନ୍ତି । ରଥଯାତ୍ରା ସୁରୁଖୁରୁରେ ଶେଷ କରିବା ଆମ ଦାୟିତ୍ୱ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଭକ୍ତମାନେ ଭଲ ଅନୁଭୂତି ନେଇ ଫେରିବା ଉପରେ ଦୃଷ୍ଟି ଦେବାକୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’