Masthead

ଟାଟା ପାୱାରକୁ ଦାୟୀ କଲେ ବିଜେଡି ସାଂସଦ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଦ୍ୟୁତ ବିଭ୍ରାଟକୁ ନେଇ ଟାଟା ପାୱାରକୁ ଦାୟୀ କଲେ ବିଜେଡି ସାଂସଦ । ଟାଟା ପାୱାରକୁ ଦାୟୀ କଲେ ସାଂସଦ ଅମର ପଟ୍ଟନାୟକ । ସେ ଟୁଇଟ କରି ଲେଖିଛନ୍ତି ବିଦ୍ୟୁତ ବିତରଣରେ ଗ୍ୟାପ ବା ସଟଫଲ ରହୁଛି । ଲୋଡ ବାଲାନ୍ସିଂ ଠିକ ଭାବେ ହୋଇପାରୁନି । ଟାଇମ ଟୁ ଟାଇମ ଅପଗ୍ରେଡ କରାଯାଉନି । ତେଣୁ ବିଜୁଳି ବାରବାର କଟୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି