Masthead

ଡଙ୍ଗା ବୁଡି ଶତାଧିକ ମୃତ, ୯୭ ନିଖୋଜ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଡଙ୍ଗା ବୁଡି ଶତାଧିକ ମୃତ । ୯୭ ଜଣ ନିଖୋଜ ହୋଇଥିବା ସୁଚନା ରହିଛି । ନିଖୋଜଙ୍କୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ନାଇଜେରିଆରୁ ଏଭଳି ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଡଙ୍ଗାରେ ୩୦୦ ଲୋକ ଥିବା ବେଳେ ୧୦୩ ଜଣଙ୍କ ମୃତୁ୍ୟ ହୋଇଛି । ୧୦୦ ଜଣ ସୁରକ୍ଷିତ ଉଦ୍ଧାର ହୋଇଛନ୍ତି । ୯୭ ଜଣ ଏବେବି ନିଖୋଜ ଅଛନ୍ତି । ସମସ୍ତେ ବିବାହ ଉତ୍ସବରେ ଯୋଗଦେଇ ଫେରୁଥିଲେ । ଫେରୁଥିବା ବେଳେ ନାଇଜର ନଦୀରେ ଡଙ୍ଗା ଦୁର୍ଘଟଣାଗ୍ରସ୍ତ ହୋଇଛି । ଫେରୁଥିବା ବେଳେ ନଦୀରେ ମଝିରେ ଏକ କାଠ ଗଣ୍ଡିରେ ପିଟି ହୋଇଥିଲା ଡଙ୍ଗା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ