Masthead

ଗର୍ଜିବେ ବିଜେପି-ବିଜେଡି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଘନ ଘନ ବିଜୁଳି କାଟ ପ୍ରସଙ୍ଗ । ଆଜି ଠୁ ବିଜେପି ର ୨ ଦିନିଆ ପାୱାର ପ୍ରୋଟେଷ୍ଟ । ବିଜେପି ତରଫରୁ ୧୪ ଓ ୧୫ ସାରା ରାଜ୍ୟରେ ଥିବା ଟାଟା ପାୱାର କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଓ ଆନେ୍ଦାଳନ କରାଯିବ ବୋଲି ରାଜ୍ୟ ସାଧାରଣ ସମ୍ପାଦକ ପୃଥୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ସାମ୍ବଦିକ ସମ୍ମଳନୀରେ ସେ କହିଛନ୍ତି ନିରବଚ୍ଛିନ୍ନ ଭାବେ ବିଜୁଳି ସେବର ଯୋଗାଇଦେବାର ଦାୟିତ୍ୱ ନେଇଥିବା ଟାଟା ପାୱାର ସମସ୍ତ ଚୁକ୍ତି ଓ ନିୟମକୁ ଖିଲାପ କରୁଛି ।

ଗ୍ରାମାଚଂଳରେ ଦିନକୁ ୪ରୁ ୫ ଘଂଟା ସହରରେ ଦିନକୁ ୨୦ ରୁ ୨୫ ଥର ଅଘୋଷିତ ପାୱାର କଟ ହେଉଛି । ସେପଟେ ଆଜି ରାଜଭବନ ସମ୍ମୁଖରେ ଗ୍ୟାସ ବୃଦ୍ଧି ନେଇ ଆନେ୍ଦାଳନ କରିବ ବିଜେଡି । ତୁରନ୍ତ ଦର ହ୍ରାସ ନହେଲେ ଆରଡ଼ିସି ଅଫିସ ଘେରାଉ କରିବ ବୋଳଇ ବିଜେଡି କହିଛି । ଯେଉଁଭଳି ଭାବେ ଗ୍ୟାସ ଦର ବୃଦ୍ଧି ହେଉଛି ବାରମ୍ବାର ଅଭିଯୋଗ ପରେ ବି କେନ୍ଦ୍ର ସରକାର ନିରବ ରହୁଛନ୍ତି । ଏହାର ପ୍ରତିବାଦରେ ରାଜଭବନ ସମ୍ମୁଖରେ ବିଜେଡି ପକ୍ଷରୁ ଧାରଣା ଦିଆଯିବ ବୋଲି ବିଜେଡି ମୁଖପାତ୍ର ଶ୍ରୀମୟୀ ମିଶ୍ର କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା