Masthead

କୁମ୍ଭୀର ପାଟିରେ ନାବାଳକ

କେନ୍ଦ୍ରାପଡ଼ା (ବଡ଼ ଖବର ବ୍ୟୁରୋ):  କୁମ୍ଭୀର ପାଟିରେ ନାବାଳକ । ପଟ୍ଟାମୁଣ୍ଡାଇ ନିମପୁର ବ୍ରାହ୍ମଣୀ ନଦୀରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା । ଆଜି ସକାଳେ ନିମପୁର ବାସିନ୍ଦା ଅଶୋକ ଆଚାର୍ଯ୍ୟଙ୍କ ପତ୍ନୀ ଏବଂ ତାଙ୍କର ୧୦ ବର୍ଷର ପୁଅ ଉଦନ ଗାଧଉଲେ । ବ୍ରାହ୍ମଣୀରେ ଲୁଚି ବସିଥିବା କୁମ୍ଭୀର ମାଆ କୋଳରୁ ଛୁଆକୁ ଟାଣି ନେଇଥିଲା । ଗାଁ ଲୋକଙ୍କ ଖୋଜାଖୋଜି ପରେ ଉଦନଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର କରାଯାଇଛି । ଏହି ଘଟଣା ପରେ ନିମପୁର ଗାଁରେ ଶୋକର ଛାୟା ଖେଳି ଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍ 🔴 ରାଜ୍ୟ କ୍ୟାବିନେଟର ବଡ ବୈଠକ, ଆସିପାରେ ନୂଆ ନିଷ୍ପତ୍ତି 🔴 ଶ୍ରୀମନ୍ଦିରରେ ଚିତାଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ 🔴 ସୃଷ୍ଟି ହେଲା ଲଘୁଚାପ 🔴 ୫ ବର୍ଷ ଧରି ପୋଖରୀରେ ନାବାଳକ 🔴 ଡିଜିପି ଚୟନ ସୁପ୍ରିମକୋର୍ଟରେ ମାମଲା 🔴 ବଢିଲା ଚାମେଲିଙ୍କ ପାଇଁ ଅଡୁଆ 🔴 ଶ୍ମଶାନରୁ ୩ ଶବ ଗାୟବ 🔴 ଶସ୍ତା ହେଲା ଇଲିଶି, ମତ୍ସ୍ୟଜୀବୀଙ୍କ ଜାଲରେ ଟନ୍ ଟନ୍ ମାଛ 🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍ 🔴 ରାଜ୍ୟ କ୍ୟାବିନେଟର ବଡ ବୈଠକ, ଆସିପାରେ ନୂଆ ନିଷ୍ପତ୍ତି 🔴 ଶ୍ରୀମନ୍ଦିରରେ ଚିତାଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ 🔴 ସୃଷ୍ଟି ହେଲା ଲଘୁଚାପ 🔴 ୫ ବର୍ଷ ଧରି ପୋଖରୀରେ ନାବାଳକ 🔴 ଡିଜିପି ଚୟନ ସୁପ୍ରିମକୋର୍ଟରେ ମାମଲା 🔴 ବଢିଲା ଚାମେଲିଙ୍କ ପାଇଁ ଅଡୁଆ 🔴 ଶ୍ମଶାନରୁ ୩ ଶବ ଗାୟବ 🔴 ଶସ୍ତା ହେଲା ଇଲିଶି, ମତ୍ସ୍ୟଜୀବୀଙ୍କ ଜାଲରେ ଟନ୍ ଟନ୍ ମାଛ