Masthead

ମଣିପୁର ହିଂସା, ଗଲା ୯ ଜୀବନ

ଇମ୍ଫାଲ  (ବଡ଼ ଖବର ବ୍ୟୁରୋ):   ହିଂସାରେ ଜଳୁଛି ମଣିପୁର । ଥମିବାର ନା ନେଉ ନାହିଁ ହିଂସା । କିଛି ଦିନ ତଳେ ଏହି ହିଂସାରେ ଜଣେ ଯବାନଙ୍କ ଜୀବନ ଯାଇଥିଲା । ଆଉ ଏବେ ୯ ଜଣଙ୍କ ଲୋକଙ୍କ ଜୀବନ ଯାଇଛି । ଖାମେନଲକ ଅଞ୍ଚଳରେ ହିଂସାକାଣ୍ଡ କାରଣରୁ ୯ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ଗତ ୨୪ଘଣ୍ଟା ମଧ୍ୟରେ ହୋଇଥିବା ହିଂସାକାଣ୍ଡରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି । ୯ଜଣ ମୃତକଙ୍କ ମଧ୍ୟରୁ ଜଣେ ମହିଳା ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି