Masthead

ଅଖାଦ୍ୟ ନେଲା ୩ ନିଷ୍ପାପ ଜୀବନ

ମାଲକାନଗିରି ,(ବଡ଼ ଖବର ବ୍ୟୁରୋ): ବିଷାକ୍ତ ଖାଦ୍ୟ ଖାଇ ଗୋଟିଏ ପରିବାରର ୩ ଶିଶୁଙ୍କର ମୃତ୍ୟୁ ହୋଇଛି । ୨ଜଣ ଗୁରୁତର ଅଛନ୍ତି । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ମାଲକାନଗିରି ଜିଲ୍ଲା କଚଲି ଗାଁରେ । ପରିବାରର ଦୁଇ ଭଉଣୀ ସୁକାନ୍ତି ମାଡି ଓ ଅଞ୍ଜଳି ମାଡିଙ୍କ ସମେତ ଭାଇ ସୀତାରାମ ମାଡିଙ୍କର ମୃତ୍ୟୁ ହୋଇଛି । ଗୁରୁତର ମାଆ ଓ ଅନ୍ୟଜଣେ ଶିଶୁକୁ ଜିଲ୍ଲା ସଦର ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଡାକ୍ତରୀ ଟିମ ଗାଁରେ ପହଁଚି ଚିକିତ୍ସା ଆରମ୍ଭ କରିଛି । ଗତକାଲି ଜଙ୍ଗଲରୁ କରଡି ଆଣି ତାକୁ ସିଝାଇ ପରିବାରର ସମସ୍ତେ ଖାଇଥିଲେ । ଖାଇବା ପରେ ସମସ୍ତଙ୍କର ଝାଡ଼ା, ବାନ୍ତି ଆରମ୍ଭ ହୋଇଥିଲା । ତେବେ ମେଡିକାଲ ନେବା ପୁର୍ବରୁ ଦୁଇ ଭାଉଣୀଙ୍କ ସମେତ ଜଣେ ଭାଇର ମୃତ୍ୟୁ ଘଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା