Masthead

କୋଲକାତା ଏୟାରପୋର୍ଟରେ ଅଗ୍ନିକାଣ୍ଡ

କୋଲକାତା(ବଡ଼ ଖବର ବ୍ୟୁରୋ): କୋଲକାତାର ସୁବାଷ ଚନ୍ଦ୍ର ବୋଷ ବିମାନବନ୍ଦରରେ ଅଗ୍ନିକାଣ୍ଡ । ଥ୍ରୀ ଏ ଗେଟରେ ଘଟିଛି ଅଗ୍ନିକାଣ୍ଡ । ସର୍ଟସର୍କିଟ ଯୋଗୁ ଅଗ୍ନିକାଣ୍ଡ ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ରାତି ପ୍ରାୟ ୯ଟା ୧୫ରେ ଏହି ନିଆଁ ଲାଗିଥିଲା ।

ଫଳରେ ଯାତ୍ରୀଙ୍କୁ ତୁରନ୍ତ ସେଠରୁ ସୁରକ୍ଷିତ ସ୍ଥାନକୁ ନିଆଯାଇଥିଲା । ଏଥିରେ କୌଣସି ଯାତ୍ରୀ ଆହତ ହୋଇନାହାନ୍ତି । ୬ରୁ ଅଧିକ ଦମକଳ ନିଆଁଲିଭା କାମରେ ଲାଗିଥିଲେ । ପ୍ରାୟ ଅଧଘଣ୍ଟା ପରେ ଏହି ନିଆଁକୁ ନିୟନ୍ତ୍ରଣକୁ ଅଣାଯାଇଥିଲା । ପ୍ୟାସେଞ୍ଜରମାନେ ବୋର୍ଡିଂ ପାସ୍ ନେଉଥିବା ବେଳେ ନିଆଁ ଲାଗିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ