Masthead

ବିଜେଡି ନେତାଙ୍କୁ ଗୁଳି ମାଡ଼, ଆକ୍ରମଣର କାରଣ ଅସ୍ପଷ୍ଟ

କାମାକ୍ଷାନଗର  (ବଡ଼ ଖବର ବ୍ୟୁରୋ):  ଯୁବ ବିଜେଡି ନେତାଙ୍କୁ ଗୁଲିମାଡ । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଏନଏସିର ଯୁବ ବିଜେଡି ନେତା ତଥା ଠିକାଦାର କାହ୍ନୁ ସାହୁଙ୍କୁ ଗୁଳିମାଡ । ବୁଧବାର ବିଳମ୍ବିତ ରାତିରେ ଗୁଳିକାଣ୍ଡ ଘଟିଥିବା ସୂଚନା । ସେ ଘରକୁ ତାଙ୍କ କାରରେ ଫେରୁଥିବା ବେଳେ ୩ ଦୁର୍ବୃତ୍ତ ଗୁଳି ମାଡ଼ କରିଥିଲେ । କାହ୍ନୁଙ୍କ ଡାହାଣ ହାତ ଓ ଜଂଘରେ ଗୁଳି ବାଜିଛି । ପ୍ରଥମେ କାମାକ୍ଷାନଗର ଓ ପରେ କଟକ ମେଡିକାଲକୁ ଚିକିତ୍ସା ପାଇଁ ସ୍ଥାନାନ୍ତର କରାଯାଇଛି । ଆକ୍ରମଣର କାରଣ ଏ ପର୍ଯ୍ୟନ୍ତ ଜଣା ପଡିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି