Masthead

‘ବ୍ରିଜଭୂଷଣଙ୍କ ବିରୁଦ୍ଧରେ କୌଣସି ପ୍ରମାଣ ନାହିଁ’

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ):  କୁସ୍ତିଯୋଦ୍ଧା ସଭାପତି ବ୍ରିଜ ଭୂଷଣ ସିଂଙ୍କୁ ନେଇ ବୟାନ ଦେଇଛି ଦିଲ୍ଲୀ ପୋଲିସ । କହିଛି ବ୍ରିଜ ଭୂଷଣଙ୍କ ବିରୁଦ୍ଧରେ କୌଣସି ପ୍ରମାଣ ନାହିଁ । ତାଙ୍କ ବିରୋଧରେ ଦାୟର ପୋକ୍ସୋ ଏଫଆଇଆରକୁ ରଦ୍ଦ କରିବା ଲାଗି ରିପୋର୍ଟ ଦାଖଲ ହୋଇଛି ବୋଲି କହିଛି ଦିଲ୍ଲୀ ପୋଲିସ । ପୋକ୍ସୋ ମାମଲାରେ ଦିଲ୍ଲୀ ପୋଲିସ ପକ୍ଷରୁ ଦାୟର ହୋଇଛି ୫୦୦ ପୃଷ୍ଠା ସମ୍ବଳିତ କ୍ୟାନସିଲେସନ ରିପୋର୍ଟ । ୧୫ ତାରିଖ ସୁଦ୍ଧା ପୋଲିସ ତଦନ୍ତ ସାରି ଚାର୍ଜସିଟ ଦାଖଲ କରାଯିବ ବୋଲି କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର କହିଥିବାବେଳେ ଆଜି ଦିଲ୍ଲୀ ପୋଲିସ ଏହି ବୟାନ ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ