Masthead

ଡାକ୍ତରୀଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ

ଗଞ୍ଜାମ  (ବଡ଼ ଖବର ବ୍ୟୁରୋ):  ଡାକ୍ତରୀଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ । ଏମକେସିଜି ମେଡିକାଲ କଲେଜର ଛାତ୍ରୀ ସୁଭାନି ପଟ୍ଟନାୟକ । ମୃତ ଛାତ୍ରୀଙ୍କ ଘର ଗଞ୍ଜାମର ପୁରୁଷୋତ୍ତମପୁର । ସିନିୟର ରେସିଡେଣ୍ଟ ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । କଲେଜର ଏସଆର ହଷ୍ଟେଲରୁ ମୃତଦେହ ଉଦ୍ଧାର । ପ୍ରାଥମିକ ତଦନ୍ତ ପରେ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ