Masthead

କମିବ ଖାଇବା ତେଲ ଦର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଶସ୍ତା ହେବ ଖାଇବା ତେଲ ଦର । ଶସ୍ତା ହେବ ସୋୟାବିନ ଓ ସୂର୍ଯ୍ୟମୁଖୀ ତେଲ ଦର । ଉଭୟ ତେଲ ଉପରୁ କମିଲା କଷ୍ଟମ ଡ୍ୟୁଟି । କଷ୍ଟମ ଡ୍ୟୁଟି କମାଇଲେ କେନ୍ଦ୍ର ସରକାର । ୧୭.୫ ପ୍ରତିଶତରୁ ୧୨.୫ ପ୍ରତିଶତକୁ ହ୍ରାସ ହେଲା କଷ୍ଟମ ଡ୍ୟୁଟି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ