Masthead

ଆଉ କିଛି ଘଣ୍ଟାପରେ ସ୍ଥଳଭାଗ ଛୁଇଁବ ବାତ୍ୟା ‘ବିପର୍ଯ୍ୟୟ’

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ):  ଆଉ କିଛି ଘଣ୍ଟାପରେ ସ୍ଥଳଭାଗ ଛୁଇଁବ ବାତ୍ୟା । ଭୟଙ୍କର ରୂପ ନେବାରେଲାଗିଛି ‘ବିପର୍ଯ୍ୟୟ’ । ଗୁଜରାଟ ଆଡ଼କୁ ମୁହାଁଇଥିବା ବେଳେ ଆଉ ମାତ୍ର କିଛି ଘଣ୍ଟା ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବ ବୋଲି ଜଣାପଡ଼ିଛି। ଗୁଜରାଟରେ ପ୍ରବଳ ବର୍ଷା ଓ ପବନ ଆରମ୍ଭ ହୋଇଛି । ପାଣିପାଗ କାର୍ଯ୍ୟାଳୟ ସୌରାଷ୍ଟ୍ର ଏବଂ କଚ୍ଛ ଉପକୂଳ ପାଇଁ ରେଡ ଆଲର୍ଟ ଜାରି କରିଛି। ଆଜି ରାତି ସୁଧା ବାତ୍ୟା ‘ବିପର୍ୟ୍ୟୟ’ ଗୁଜରାଟର ଜଖଉ ବନ୍ଦର ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗରୁ ସୂଚନା ମିଲିଛି । ଏପର୍ୟ୍ୟନ୍ତ ପ୍ରାୟ ୧ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ