Masthead

ଆଜି ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ଘଣାଲାଗି ନୀତି

ପୁରୀ (ବଡ଼ ଖବର ବ୍ୟୁରୋ): ମହାପ୍ରଭୁଙ୍କ ଅନବସରର ତୃତୀୟ ଦିନ । ତ୍ରୟୋଦଶୀ ତିଥିରେ ଆଜି ହେବ ଶ୍ରୀଜିଉଙ୍କ ଘଣାଲାଗି ନୀତି । ଗତକାଲିଠାରୁ ସୁନା କୂଅରୁ ତିନି ଗରା ଜଳ ସୁଦ୍ଧସୁଆରଙ୍କ ଘରେ ବିଜେ ହେବା ପରେ ଦିବ୍ୟ ପ୍ରଲେପ ଖଳି ପ୍ରସ୍ତୁତ କରାଯାଇଅଛି । ଆଜି ଶ୍ରୀଜିଉଙ୍କୁ ଘଣା ଲାଗି ପରେ ସେହି ଖଳିକୁ ସୁଦ୍ଧ ସୁଆରଙ୍କ ଘରୁ ଘଣ୍ଟଘଣ୍ଟା ଓ ପଟୁଆରରେ ସୂର୍ଯ୍ୟାସ୍ତ ପୂର୍ବରୁ ଶ୍ରୀମନ୍ଦିରକୁ ବିଜେ କରାଯିବାର ପରମ୍ପରା ରହିଛି । ପରେ ଖଳି ଲାଗି ହୋଇ ମହାପ୍ରଭୁଙ୍କ ଶ୍ରୀମୁଖ ଓତା ପଡିବ । ଆଜି ମଧ୍ୟ ଦତ୍ତମହାପାତ୍ରଙ୍କ ଘରୁ ଭୋଗମଣ୍ଡପ ନୀତି ପରେ ଖଡ଼ି ଆସି ଖଡି ଲାଗି ନୀତି ଅନୁଷ୍ଠିତ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା