Masthead

ଭିଜିଲାନ୍ସ ଜାଲରେ ନୟାଗଡ଼ର ପୂର୍ବତନ ଯୋଗାଣ ଅଧିକାରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ପୂର୍ବତନ ଯୋଗାଣ ଅଧିକାରୀ । ନୟାଗଡ଼ର ପୂର୍ବତନ ଯୋଗାଣ ଅଧିକାରୀ ବିଜେନ୍ଦ୍ର କୁମାର ନାୟକ । ଆୟବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ଏକକାଳୀନ ୫ଟି ସ୍ଥାନରେ ରେଡ କରିଛି । ଭୁବନେଶ୍ୱରର ୩ ଓ ପୁରୀ ଜିଲ୍ଲା ନିମାପଡ଼ାର ୨ ଟି ସ୍ଥାନରେ ଚାଲିଛି ଚଢାଉ । ରେଡ୍‌ରେ ୨ ଡିଏସପି, ୬ ଇନସ୍ପେକ୍ଟରଙ୍କ ସହ ଅନ୍ୟ ଅଧିକାରୀ ସାମିଲ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ