Masthead

ବାହାନଗା ଟ୍ରେନ ଦୁର୍ଘଟଣାରେ ଏସସିବିରେ ଆଉ ଜଣଙ୍କ ମୃତ୍ୟୁ

କଟକ (ବଡ଼ ଖବର ବ୍ୟୁରୋ): ବାହାନଗା ଟ୍ରେନ ଦୁର୍ଘଟଣାରେ ଆଉ ଜଣଙ୍କ ମୃତ୍ୟୁ। କଟକ ଏସସିବିରେ ଚିକିତ୍ସାଧୀନ ଆଉ ଜଣେ ଯାତ୍ରୀଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ବିହାରର ପ୍ରକାଶ ରାମ୍ । ତାଙ୍କ ମୁଣ୍ଡ ଓ ଗୋଡରେ ଗଭୀର ଆଘାତ ଲାଗିଥିଲା । ଏସସିବିର ସର୍ଜରୀ ୱାର୍ଡରେ ଚିକିତ୍ସାଧୀନ ଥିଲେ ପ୍ରକାଶ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼