Masthead

୧୯ ନୁହେଁ ୨୧ରେ ଖୋଲିବ ସ୍କୁଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ । ଗରମରେ ଅସ୍ତବ୍ୟସ୍ତ ହୋଇଛି ଜନଜୀବନ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ଗ୍ରୀଷ୍ମ ଛୁଟି ଅବଧିକୁ ବଢାଇ ଦିଆଯାଇଛି । ଆସନ୍ତା ୧୯ ତାରିଖ ପରିବର୍ତ୍ତେ ୨୧ ତାରିଖରେ ଖୋଲିବ ସ୍କୁଲ । ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ତରଫରୁ ନିର୍ଦ୍ଦେଶନାମା ଜାରି କରାଯାଇଛି । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏପ୍ରିଲ ୨୧ ତାରିଖରୁ ସ୍କୁଲରେ ଖରାଛୁଟି ହୋଇଥିଲା । ଆଗୁଆ ଖରାଛୁଟି ଘୋଷଣା କରିଥିଲେ ସରକାର ।

ପୂର୍ବରୁ ମେ’ ୫ରୁ ଜୁନ୍ ୧୭ ଯାଏଁ ଖରା ଛୁଟି ଘୋଷଣା କରାଯାଇଥିଲା । ହେଲେ ହିଟୱେଭ୍ ପାଇଁ ନିର୍ଦ୍ଧାରିତ ତାରିଖର ୧୫ ଦିନ ପୂର୍ବରୁ ଖରାଛୁଟି କରାଯାଇଥିଲା । ଅଧିକ ଦିନ ଛୁଟି ଯେପରି ପାଠପଢାକୁ ପ୍ରଭାବିତ ନକରେ, ସେଥିପାଇଁ ଅବକାଶକାଳୀନ ଶିକ୍ଷା ବା ସମର କୋର୍ସ ପାଇଁ ସ୍ୱତନ୍ତ୍ର ସିଲାବସର ବ୍ୟବସ୍ଥା କରିଥିଲା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ