Masthead

ଭାଲୁ ଆକ୍ରମଣରେ ବୃଦ୍ଧ ଗୁରୁତର

ନୂଆପଡ଼ା (ବଡ଼ ଖବର ବ୍ୟୁରୋ): ଭାଲୁ ଆକ୍ରମଣରେ ବୃଦ୍ଧ ଗୁରୁତର । ସକାଳୁ ସକାଳୁ ଭାଲୁ ଆକ୍ରମଣରେ ଜଣେ ଗୁରୁତର ହୋଇଥିବା ଖବର ସାମ୍ନାକୁ ଆସିଛି। ନୂଆପଡ଼ା ଜିଲ୍ଲା ମୁଢେଲା ଗାଁର ଜଣେ ବୃଦ୍ଧ ମକୁ ସତନାମୀ ସକାଳୁ ଶୌଚ ହେବାକୁ ଯାଇଥିବା ବେଳେ ଭାଲୁ ଆକ୍ରମଣ କରିଥିଲା। ବୃଦ୍ଧ ଜଣଙ୍କ ଚିତ୍କାର କରିବାରୁ ଗାଁ ଲୋକେ ପହଞ୍ଚି ବୃଦ୍ଧଙ୍କୁ ଉଦ୍ଧାର କରିଥିଲେ। ଭାଲୁ ଆକ୍ରମଣରେ ବୃଦ୍ଧଙ୍କ ମୁଣ୍ଡରେ ଭୀଷଣ ଆଘାତ ଲାଗିଥିବା ଜଣାପଡ଼ିଛି। ଦୁଇ ଛୁଆ ସହିତ ଭାଲୁ ସ୍ଥାନୀୟ ଜଙ୍ଗଲ ଆଡ଼କୁ ଚାଲି ଯାଇଥିବା ଗାଁ ଲୋକେ ପ୍ରକାଶ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି