Masthead

ଶ୍ରୀମନ୍ଦିରରେ ଖଡ଼ି ପ୍ରସାଦ ବିଜେ ନୀତି

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ଅଣବସରର ଚତୁର୍ଦ୍ଦଶୀ ତିଥିରେ ଦତ୍ତ ମହାପାତ୍ର ସେବାୟତଙ୍କ ଦ୍ୱାରା ଖଡି ପ୍ରସାଦ ବିଜେ କରାଯିବ । ଏଥିସହ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଘଣ୍ଟ, ଛତା, କାହାଳୀ ମଧ୍ୟରେ ଶ୍ରୀନହରକୁ ଖଡ଼ିପ୍ରସାଦ ବିଜେ କରାଯିବ। ମହାପ୍ରଭୁଙ୍କୁ ଲାଗି ହୋଇଥିବା ଖଡିପ୍ରସାଦ ଦଇତାପତି ଓ ଦତ୍ତମହାପାତ୍ର ସେବକମାନେ ରୂପା ଥାଳିରେ ଆଣି ଗଜପତି ମହାରାଜାଙ୍କୁ ପ୍ରସାଦ ଅର୍ପଣ କରିବେ।

ଏହାପରେ ଦତ୍ତ ମହାପାତ୍ର ସେବାୟତମାନେ ହିଙ୍ଗୁଳ, ହରିତାଳ, କେଶର, କସ୍ତୁରୀ, ଧଳା ଓ କଳା ରଙ୍ଗ ବ୍ୟବହାର କରି ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର କରିବେ। ଏହି ବନକଲାଗି ନୀତି ଆଜି ଓ ଆସନ୍ତାକାଲି ପର୍ଯ୍ୟନ୍ତ ଚାଲିବ। ଏହାପରେ ୧୯ ତାରିଖରେ ମହାପ୍ରଭୁ ନବଯୌବନ ରୂପରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ। ସେପଟେ ଦୁଇଦିନ ପରେ ରଥଯାତ୍ରା ଅନୁଷ୍ଠିତ ହେବାକୁ ଥିବାରୁ ତିନି ରଥର ନିର୍ମାଣ କାର୍ୟ୍ୟ ମଧ୍ୟ ଶେଷ ପର୍ୟ୍ୟାୟରେ ପହଞ୍ଚିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା