Masthead

ଭିଜିଲାନ୍ସ ଜାଲରେ ରେଭିନ୍ୟୁ ଆସିଷ୍ଟାଣ୍ଟ

ମୟୁରଭଞ୍ଜ (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ୱ ସହାୟକ । ଆୟବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ରାମଚନ୍ଦ୍ର ସେନଙ୍କ ଘରେ ଭିଜିଲାନ୍ସ ରେଡ । ମୟୁରଭଞ୍ଜରେ ଏକକାଳୀନ ୫ଟି ସ୍ଥାନରେ ଚଢାଉ କରି ଅନେକ କାଗଜପତ୍ର ଜବତ କରିଛି ଭିଜିଲାନ୍ସ । ପଢୀଆରୀପୁର ସ୍ଥିତ ଘର ସମେତ ୫ଟି ସ୍ଥାନରେ ଭିଜିଲାନ୍ସର ଚଢାଉ । ଉପଜିଲ୍ଲାପାଳଙ୍କ ଅଫିସର ବରିଷ୍ଠ ରାଜସ୍ୱ ସହାୟକ ରାମଚନ୍ଦ୍ର ସେନ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏମିତି ବି ଆସେ ମୃତ୍ୟୁ 🔴 ଦିଲ୍ଲୀ ବିସ୍ଫୋରଣ, ମିଳିଲା ୯ ଏମ୍ଏମ୍‌ର ୩ଟି କ୍ୟାଟ୍ରିଜ୍ 🔴 ପୂର୍ବ ଶତ୍ରୁତା ହେଲା କାଳ, ପୋଲିସକୁ ପଥରରେ ଛେଚି ହତ୍ୟା 🔴 ଟଳିଲେ ୩ ନକ୍ସଲ 🔴 ବଢ଼ୁଛି ଶୀତ, ଥରୁଛି ଓଡ଼ିଶା 🔴 ବିସ୍ଫୋରଣରେ ଉଡ଼ିଗଲା ଥାନା, ୭ଜଣ ମୃତ 🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା? 🔴 ଏମିତି ବି ଆସେ ମୃତ୍ୟୁ 🔴 ଦିଲ୍ଲୀ ବିସ୍ଫୋରଣ, ମିଳିଲା ୯ ଏମ୍ଏମ୍‌ର ୩ଟି କ୍ୟାଟ୍ରିଜ୍ 🔴 ପୂର୍ବ ଶତ୍ରୁତା ହେଲା କାଳ, ପୋଲିସକୁ ପଥରରେ ଛେଚି ହତ୍ୟା 🔴 ଟଳିଲେ ୩ ନକ୍ସଲ 🔴 ବଢ଼ୁଛି ଶୀତ, ଥରୁଛି ଓଡ଼ିଶା 🔴 ବିସ୍ଫୋରଣରେ ଉଡ଼ିଗଲା ଥାନା, ୭ଜଣ ମୃତ 🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା?