ବାହାନଗା ଟ୍ରେନ୍ ଦୁର୍ଘଟଣାରେ ଗଲା ଆଉ ଜଣେ ଯାତ୍ରୀଙ୍କ ଜୀବନ

କଟକ (ବଡ଼ ଖବର ବ୍ୟୁରୋ): ବାହାନଗା ଟ୍ରେନ୍ ଦୁର୍ଘଟଣାରେ ଗଲା ଆଉ ଜଣେ ଯାତ୍ରୀଙ୍କ ଜୀବନ । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଛି । ମୃତକ ବିହାର ଅଞ୍ଚଳର ସୋହେଲ ମନସୁର ସୂଚନା । କଟକ ଏସ୍‌ସିବି ଟ୍ରମା ଆଇସିୟୁରେ ଚାଲିଥିଲା ତାଙ୍କର ଚିକିତ୍ସା । ତାଙ୍କ ସ୍ୱାସ୍ଥ୍ୟବସ୍ଥା ଅତ୍ୟନ୍ତ ଗୁରୁତ୍ୱର ଥିଲା । କିଛି ଦିନ ହେବ ସେ ବାରମ୍ବାର ଚେତାଶୂନ୍ୟ ହୋଇ ପଡୁଥିଲେ । ଆଜି ତାଙ୍କର ମୃତ୍ୟୁ ହୋଇଛି । ତେବେ ଟ୍ରେନ୍ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୨୯୧କୁ ବୃଦ୍ଧି ପାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ