Masthead

ବାହାନଗା ଟ୍ରେନ୍ ଦୁର୍ଘଟଣାରେ ଗଲା ଆଉ ଜଣଙ୍କର ଜୀବନ

 କଟକ (ବଡ଼ ଖବର ବ୍ୟୁରୋ): ବାହାନଗା ଟ୍ରେନ୍ ଦୁର୍ଘଟଣାରେ ଗଲା ଆଉ ଜଣଙ୍କର ଜୀବନ । ମୃତକଙ୍କ ନାଁ ପଲତୁ ନସ୍କାର । କଟକ ଏସସିବିରେ ଚିକିତ୍ସିତ ହେଉଥିଲେ । ମୃତକଙ୍କ ଘର ପଶ୍ଚିମବଙ୍ଗର ଦକ୍ଷିଣ ଚବିଶ ପ୍ରଗଣା ଅଞ୍ଚଳରେ । ବାହାନଗା ଟ୍ରେନ ଦୁର୍ଘଟଣାରେ ଆହତ ହେବା ପରେ ଏସିବିରେ ଚିକିସôିତ ହେଉଥିଲେ । ତେବେ ବାହାନଗା ଟ୍ରେନ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୨୯୨ରେ ପହଂଚିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ