Masthead

ପୁରୀ ରଥଯାତ୍ରା ଅଦ୍ଭୁତ : ମୋଦି

ନୂଆଦିଲ୍ଲୀ; ପ୍ରଧାନମନ୍ତ୍ରୀ ଆମେରିକା ଗସ୍ତରେ ଯିବା ପୂର୍ବରୁ ଆଜି ‘ମନ୍ କି ବାତ୍’ କାର୍ଯ୍ୟକ୍ରମରେ ଦେଶକୁ ସମ୍ବୋଧନ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ପବିତ୍ର ରଥଯାତ୍ରା ସଂପର୍କରେ ଆଲୋଚନା କରିଥିଲେ । ସମସ୍ତଙ୍କୁ ରଥଯାତ୍ରାର ଶୁଭେଚ୍ଛା ଜଣାଇଥିଲେ । ପ୍ରଧାନମନ୍ତ୍ରୀ କହିଥିଲେ ଯେ ସାରା ରାଜ୍ୟରେ ରଥଯାତ୍ରା ଆୟୋଜିତ ହୋଇଥାଏ କିନ୍ତୁ ପୁରୀର ରଥଯାତ୍ରା ବିଶ୍ୱ ପ୍ରସିଦ୍ଧ । ଏହା ଏକ ଅଦ୍ଭୁତ ମହୋସôବ । ମୁଁ ଯେତେବେଳେ ଗୁଜୁରଟରେ ଥିଲି ସେତେେବେଳେ ମତେ ଅହମ୍ମଦାବାଦରେ ହେଉଥିବା ବିଶାଳ ରଥଯାତ୍ରାରେ ଯୋଗ ଦେବାର ସୁଯୋଗ ମଳୁଥିଲା । ଏହି ପବିତ୍ର ପର୍ବ ଅବସରରେ ଆପଣମାନଙ୍କୁ ମୋ ତରଫରୁ ବହୁତ ଶୁଭ କାମନା । ଭଗବାନ ଜଗନ୍ନାଥ ସମସ୍ତ ଦେଶବାସୀଙ୍କୁ ସୁନ୍ଦର ସ୍ୱାସ୍ଥ୍ୟ ଓ ସୁଖ ସମୃଦ୍ଧିର ଆଶୀର୍ବା ପ୍ରଦାନ କରନ୍ତୁ । ଏହା ହିଁ ମୋର କାମନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବକ୍ସିଂରେ ଭାରତକୁ ୨ ସ୍ୱର୍ଣ୍ଣ 🔴 ମୁଖ୍ୟମନ୍ତ୍ରୀଙ୍କ ଅପଡେଟ୍, ବନ୍ୟା ସ୍ଥିତି ସମୀକ୍ଷା ପରେ… 🔴 ୩ ମାସ ପରେ ଖୋଲିଲା ଭିତରକନିକା, ଖୁସି ହେଲେ ପର୍ଯ୍ୟଟକ 🔴 ଗ୍ଲାସଗୋରେ ଭାରତର ଡବଲ୍ ଖୁସି: ନୀରଜଙ୍କ ରୌପ୍ୟ, ଅସ୍ମିତାଙ୍କ ସ୍ୱର୍ଣ୍ଣ 🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବକ୍ସିଂରେ ଭାରତକୁ ୨ ସ୍ୱର୍ଣ୍ଣ 🔴 ମୁଖ୍ୟମନ୍ତ୍ରୀଙ୍କ ଅପଡେଟ୍, ବନ୍ୟା ସ୍ଥିତି ସମୀକ୍ଷା ପରେ… 🔴 ୩ ମାସ ପରେ ଖୋଲିଲା ଭିତରକନିକା, ଖୁସି ହେଲେ ପର୍ଯ୍ୟଟକ 🔴 ଗ୍ଲାସଗୋରେ ଭାରତର ଡବଲ୍ ଖୁସି: ନୀରଜଙ୍କ ରୌପ୍ୟ, ଅସ୍ମିତାଙ୍କ ସ୍ୱର୍ଣ୍ଣ 🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା!