Masthead

ଲଣ୍ଡନରେ ପାଳିତ ହେଲା ରଜପର୍ବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଓଡ଼ିଆ ଯେଉଁଠି ଥାଏ ସେଠାରେ ରଜର ମହକ ପହଞ୍ଚିଯାଏ । ଯେମିତି ସୁଦୂର ଲଣ୍ଡନରେ ସେଲିବ୍ରେଟ ହୋଇଛି ରଜ ମହୋତ୍ସବ । ଏମକେ ଓଡ଼ିଆସ ଟିମ ପକ୍ଷରୁ ପାଳିତ ହୋଇଛି ରଜଉତ୍ସବ ।  ଓଡ଼ଗାଁରୁ ଟୁରିଷ୍ଟ ଭାବେ ଯାଇଥିବା ସନ୍ତୋଷ ପାତ୍ର ଓ ପତ୍ନୀ ଲିଲି ପାତ୍ର ପ୍ରଦୀପ ପ୍ରଜ୍ଜଳନ କରି ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ । ଏହି କାର୍ଯ୍ୟକ୍ରମରେ ୧୬୦ ଜଣ ଓଡ଼ିଆ ଅଂଶଗ୍ରହଣ କରିଥିଲେ । ନାଚ ଗୀତ ସହିତ ଅନେକ କାର୍ଯ୍ୟକ୍ରମ ହୋଇଥିଲା । ଲଣ୍ଡନର ମେଡବର୍ଣ୍ଣ ପାଭିଲିଅନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

ଏହି କାର୍ଯ୍ୟକ୍ରମରେ ଟ୍ୱିଙ୍କିଲ, ପ୍ରଶାନ୍ତ ପାତ୍ର, ରିନମ , ରିଓନା ସଙ୍ଗୀତ ପରିବେଷଣ କରିଥିବାବେଳ ବିଶ୍ୱ, ସ୍ମୃତି ଓ ରିନୋମ କାର୍ଯ୍ୟ ପରିଚାଳନା କରିଥିଲେ । କାର୍ଯ୍ୟକ୍ରମରେ ରଜ ଗୀତ ସହିତ ବିଭିନ୍ନ ନୃତ୍ୟ ପରିବେଷଣ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି