ଫୁଲ ତୋଡା ନୁହେଁ ପ୍ଳାଜମା ଦିଅ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । କରୋନା କଟକଣାକୁ ଦୃଷ୍ଟିରେ ରଖି ଚଳିତବର୍ଷ ଜନ୍ମଦିନ ପାଳନ ନ କରିବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଗରିବଙ୍କୁ ସାହାଯ୍ୟ କରିବା, ରକ୍ତଦାନ ଓ ପ୍ଳାଜମା ଦାନ କରିବା ଲାଗି ଜନସାଧାରଣଙ୍କୁ ନିବେଦନ କରିଛନ୍ତି । ଓଡ଼ିଶାବାସୀଙ୍କ ଭଲ ପାଇବା ଓ ଶୁଭେଛା ନିମନ୍ତେ ସବୁବେଳେ ଋଣୀ ଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ।

ରକ୍ତ ଅଭାବରୁ ଯେମିତି କାହାର ମୃତ୍ୟୁ ନହେଉ ଓ ପ୍ଳାଜମା ଦାନ କରିବାକୁ ଜନସାଧାରଣଙ୍କୁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ । ପୂର୍ବରୁ ମଧ୍ୟ ରାଜ୍ୟରେ ହୋଇଥିବା ବାତ୍ୟା ବିପର୍ଯ୍ୟୟ ସମୟରେ ନିଜର ଜନ୍ମଦିନ ପାଳନ କରିନଥିଲେ ମୁଖ୍ୟମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’