Masthead

ଏବେ ଚାନ୍ଦବାଲିରୁ ଧାମରା ଯିବାପାଇଁ ଲାଗିବ ୧ଘଣ୍ଟାରୁ କମ ସମୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମନ୍ତେଇ ନଦୀ ଉପରେ ତିଆରି ହୋଇଥିବା ନବର୍ନିମିତ ପୋଲ ସମ୍ବନ୍ଧରେ ଟୁଇଟ କରିଛନ୍ତି ଚାନ୍ଦବାଲି ବିଧାୟକ ବ୍ୟମକେଶ ରାଏ । ସେ ଟୁଇଟ କରି ଲେଖିଛନ୍ତି ବର୍ଷ ବର୍ଷ ଧରି ମନ୍ତେଇ ନଦୀ ଉପରେ ଗୁରୁତ୍ୱପୂର୍ଣ୍ଣ ପୋଲଟିଏ ତିଆରି ହୋଇପାରୁ ନଥିଲା । ଫଳରେ ଚାନ୍ଦବାଲିରୁ ଧାମରା ଯିବା ଲାଗି ୪ ଘଣ୍ଟାରୁ ଅଧିକ ସମୟ ଲାଗୁଥିଲା । କିଛି ସ୍ଥାନୀୟ ବିଜେପି ନେତା ଇନଲ୍ୟାଣ୍ଡ ୱାଟରୱେର ଆଳ ଦେଖାଇ ଏହାକୁ ବନ୍ଦ କରିବାକୁ ଚେଷ୍ଟା କରିଥିଲେ । ତେବେ ୫-ଟି ଅଧୀନରେ ଏହି ବହୁପ୍ରତୀକ୍ଷିତ ବ୍ରିଜ ଏବଂ ରାସ୍ତା ନିର୍ମାଣ ସମ୍ପୂର୍ଣ୍ଣ ହେବା ପରେ ଲୋକେ ଏବେ ଘଣ୍ଟାଏରୁ ବି କମ୍ ସମୟରେ ଚାନ୍ଦବାଲିରୁ ଧାମରାରେ ପହଞ୍ଚି ପାରିବେ । କେଉଁ ନେତାମାନେ ଏହି ବ୍ରିଜ୍ ନିର୍ମାଣକୁ ବିରୋଧ କରୁଥିଲେ, ତାହା ସମସ୍ତେ ଜାଣନ୍ତି । ଏପରି ଲେଖି ସେ ବିରୋଧିଙ୍କୁ ଟାର୍ଗେଟ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା