Masthead

ଆମ୍ବୁଲାନ୍ସ ପାଇଁ ଗ୍ରୀନ କରିଡର ବ୍ୟବସ୍ଥା

ପୁରୀ (ବଡ଼ ଖବର ବ୍ୟୁରୋ):  ରଥଯାତ୍ରାକୁ ନେଇ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ସୂଚନା । କହିଛନ୍ତି ଖରା ଓ ଗୁଳୁଗୁଳିକୁ ଦେଖି ପାନୀୟ ଜଳ ଓ ଜଳସିଞ୍ଚନ ବ୍ୟବସ୍ଥା କରାଯାଇଛି । ଆମ୍ବୁଲାନ୍ସ ପାଇଁ ଗ୍ରୀନ କରିଡର ବ୍ୟବସ୍ଥା ମଧ୍ୟ କରାଯାଇଛି । ଯେପରି ବିଦ୍ୟୁତକାଟ ନହୁଏ ସେଥିଲାଗି ନିର୍ଦ୍ଦେଶ ଦିଆଯାଇଛି । ବିଦ୍ୟୁତକାଟ ନକରିବାକୁ ଟିପିସିଓଡିଏଲ ଓ ଶକ୍ତି ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି । ପୁରୀ ସହର ପାଇଁ ସ୍ବତନ୍ତ୍ର ଦୃଷ୍ଟି ଦେବାକୁ ଟିପିସିଓଡିଏଲ କୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି