Masthead

‘ବିଲ ନଦେଇ କଂଗ୍ରେସ ପାଖକୁ ଆସନ୍ତୁ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବିଦ୍ୟୁତ ବିଭ୍ରାଟ ପ୍ରସଙ୍ଗ । ଗ୍ରୀଡକୋ ଅଫିସ ଘେରିଲା କଂଗ୍ରେସ । ଅଘୋଷିତ ବିଦ୍ୟୁତ କାଟ, ଅହେତୁକ ଦର ବୃଦ୍ଧି ନେଇ ପ୍ରତିବାଦ କରିଛି କଂଗ୍ରେସ । ସମାଧାନ ନହେବା ପର୍ଯ୍ୟନ୍ତ ଜାରି ରହିବ ଧାରଣା ବୋଲି କହିଛି କଂଗ୍ରେସ । ଗ୍ରୀଡକୋ ଅଫିସକୁ କିଲୋ କିଲୋ ଟମାଟ ମାଡ କରିଛି ଛାତ୍ର କଂଗ୍ରେସ । ସେପଟେ ‘ବିଲ ନଦେଇ କଂଗ୍ରେସ ପାଖକୁ ଆସନ୍ତୁ’ । ବକେୟା ବିଲ ନଦେବା ପାଇଁ କହିଛନ୍ତି ପିସିସି ସଭାପତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା