Masthead

ଭବାନୀ ମଲ୍ ନିକଟରେ ଅଗ୍ନିକାଣ୍ଡ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସହିଦନଗର ଭବାନୀ ମଲ୍ ନିକଟରେ ଅଗ୍ନିକାଣ୍ଡ । ମଲ୍ ନିକଟରେ ଥିବା ଏକ ବାର୍‌ରେ ଲାଗିଛି ନିଆଁ । ସର୍ଟ ସର୍କିଟରୁ ବାର୍‌ରେ ନିଆଁ ଲାଗିଥିବା ସୂଚନା । ଘଟଣା ସ୍ଥଳରେ ଅଗ୍ନିଶମ କର୍ମଚାରୀ, ନିଆଁ ଲିଭାଇବାକୁ ଉଦ୍ୟମ ମଦ ଦୋକାନରେ ନିଆଁ । ଖବର ପାଇଁ ଘଟଣାସ୍ଥଳରେ ଅଗ୍ନିଶମ ବାହୀନି ପହଞ୍ଚିଛି । ଅଗ୍ନିଶମ କର୍ମଚାରୀ ଦୋକାନରେ ଲାଗିଥିବା ନିଆଁକୁ ଆୟତ୍ତ କରିଛି । ପ୍ରାଥମିକ ସୂଚନା ଅନୁସାରେ ମଦ ଦୋକାନ ଭିତରେ ୪ଜଣ ଫସିଥିଲେ କିନ୍ତୁ ପରେ ସେମାନେ ସୁରକ୍ଷିତ ଭାବେ ବାହାରି ଆସିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା