Masthead

ବିଜେଡି ନେତାଙ୍କ ମନ୍ତବ୍ୟ ଲୋକଙ୍କ ଭିତରେ ସନ୍ଦେହ ସୃଷ୍ଟି କରୁଛି: ସନ୍ତୋଷ ସିଂ ସାଲୁଜା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବିଜେଡିର ବରିଷ୍ଠ ନେତାଙ୍କ ମନ୍ତବ୍ୟ ଲୋକଙ୍କ ଭିତରେ ସନ୍ଦେହ ସୃଷ୍ଟି କରୁଛି । ସେଥିପାଇଁ ମୁଖ୍ୟମନ୍ତ୍ରୀ ନିଜେ ସ୍ପଷ୍ଟୀକରଣ ଦେବା ଦରକାର କି ସେ ସୁସ୍ଥ ଅଛନ୍ତି ଏବଂ ଓଡ଼ିଶାର ଶାସନ ସେ ହିଁ ସମ୍ଭାଳୁଛନ୍ତି ବୋଲି କହିଛନ୍ତି କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା । ସେ କହିଛନ୍ତି ଓଡ଼ିଶାବାସୀ ମୁଖ୍ୟମନ୍ତ୍ରୀଙ୍କୁ ଭୋଟ ଦେଇଛନ୍ତି ।

ଲୋକେ ଚାହୁଁଛନ୍ତି ମୁଖ୍ୟମନ୍ତ୍ରୀ ଆସନ୍ତୁ । କିନ୍ତୁ ଓଡ଼ିଶାରେ ଗୋଟେ ଦୁର୍ଭାଗ୍ୟ ଜନକ ସ୍ଥିତି ସୃଷ୍ଟି ହୋଇଛି । ମନ୍ତ୍ରୀ ମାନେ ଅଫିସର ଗସ୍ତ ଲାଗି ବ୍ୟବସ୍ଥା କରୁଛନ୍ତି । ଭାରତର କୌଣସି ରାଜ୍ୟରେ ଏହି ବ୍ୟବସ୍ଥା ନାହିଁ । କାରଣ ଭାରତର ସବୁ ଜାଗାରେ ଗଣତାନ୍ତ୍ରିକ ଶାସନ ଚାଲିଛି । ଓଡ଼ିଶାରେ ଅଫିସରି ଶାସନ ଚାଲିଛି ବୋଲି ଏହି ପରିସ୍ଥିତି ସୃଷ୍ଟି ହୋଇଛି । ଯାହା କି ସମ୍ପୂର୍ଣ୍ଣ ଅସମ୍ବିଧାନିକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ