Masthead

ରଥଯାତ୍ରାରେ ୫୦୦ ବିଦ୍ୟୁତ କର୍ମଚାରୀ ମୁତୟନ

ପୁରୀ  (ବଡ଼ ଖବର ବ୍ୟୁରୋ): ରଥଯାତ୍ରା ପାଇଁ ୫୦୦ ବିଦ୍ୟୁତ କର୍ମଚାରୀ ମୁତୟନ । ରଥଯାତ୍ରାରେ ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ପାଇଁ ବ୍ୟବସ୍ଥା । ୫୦୦ କର୍ମଚାରୀ ମୁତୟନ ହୋଇଛନ୍ତି କହିଲେ ଟିପିସିଓଡିଏଲ ସିଇଓ । ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ପାଇଁ କଂପାନୀ ପ୍ରସ୍ତୁତ ଥିବା ମଧ୍ୟ କହିଛନ୍ତି । ପୁରୀ ଡିଭିଜନର ୩୫ ଅଧିକାରୀ,୧୫ ସୁପରଭାଇଜର ମୁତୟନ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ