Masthead

ଗୋପାଳପୁର ବନ୍ଦର ପକ୍ଷରୁ ଭ୍ରାମ୍ୟମାଣ ସ୍ୱାସ୍ଥ୍ୟସେବା

ଛତ୍ରପୁର (ବଡ଼ ଖବର ବ୍ୟୁରୋ):  ଗୋପାଳପୁର ବନ୍ଦର ପକ୍ଷରୁ ନିକଟସ୍ଥ ଆର୍ଯ୍ୟପଲ୍ଲୀ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଭ୍ରାମ୍ୟମାଣ ସ୍ୱାସ୍ଥ୍ୟସେବା କେନ୍ଦ୍ର ଆୟୋଜିତ ହୋଇଛି । ଗୋପାଳପୁର ବନ୍ଦରର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଭି ଜେ ରାଓ ଏହି ସ୍ୱାସ୍ଥ୍ୟ ଶିବିରକୁ ଉଦଘାଟନ କରିଥିଲେ।

ବନ୍ଦରର ବରିଷ୍ଠ ଉପସଭାପତି (ମାନବ ସମ୍ବଳ ଏବଂ ଶିଳ୍ପ ସମ୍ପର୍କ) ଅଜୟ ମିଶ୍ର, ଆର୍ଯ୍ୟପଲ୍ଲୀ ସରପଞ୍ଚ ତ୍ରିଲୋଚନ ବେହେରା, ବନ୍ଦରର ସିଏଫଓ ବିକାଶ କୁମାର, ସହକାରୀ ଉପସଭାପତି ଚିତ୍ତରଞ୍ଜନ ବାହିନୀପତି ଉପସ୍ଥିତ ଥିଲେ। ଏହି ସ୍ୱାସ୍ଥ୍ୟ ସେବା କେନ୍ଦ୍ରରେ ସ୍ତ୍ରୀ ରୋଗ, ଶିଶୁ ରୋଗ ଏବଂ ଭେଷଜ ବିଭାଗ ତତ୍ୱାବଧାନରେ ମାଗଣାରେ ୧୫୦ରୁ ଅଧିକ ଲୋକଙ୍କ ପରୀକ୍ଷା କରାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’