Masthead

ଘରର ତାଲା ଖୋଲି ଛାନଭିନ୍ କରୁଛି ସିବିଆଇ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ବାହାନଗା ଟ୍ରେନ ଟ୍ରାଜେଡି । ବାଲେଶ୍ୱର ଟ୍ରେନ ଦୁର୍ଘଟଣା ପରଠାରୁ ଫେରାର ଥିଲେ ସିଗନାଲ ଜେଇ । ଫେରାର ସିଗନାଲ ଜେଇଙ୍କୁ ଧରିଲା ସିବିଆଇ । ଜେଇ ଅମୀର ଖାନଙ୍କୁ ଧରିଲା ସିବିଆଇ । ଦୁର୍ଘଟଣା ପରଠାରୁ ପରିବାର ସହ ଫେରାର ଥିଲେ ଜେଇ । ସୋର କରମରପୁର ସ୍ଥିତ ଭଡ଼ାଘରେ ପଡିଥିଲା ତାଲା । ଘରର ତାଲା ଖୋଲି ଛାନଭିନ୍ କରୁଛି ସିବିଆଇ । ଜେଇଙ୍କ ଭଡା ଘରେ ସିବିଆଇର ପଚରାଉଚରା ଜାରି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଏସିଆନ୍ ଗେମ୍ସରେ ଶୁଟିଂରୁ ଭାରତକୁ ପ୍ରଥମ ସ୍ୱର୍ଣ୍ଣ, ଇତିହାସ ରଚିଲେ ସୁରୁଚି-କମଲଜିତ 🔴 ମହାବଳ ବାଘକୁ ଘରେ ତାଲା 🔴 ଜାତୀୟ ହୋମିଓପାଥିକ କର୍ମଶାଳାରେ ୬୫ ସଫଳ ପ୍ରାର୍ଥୀଙ୍କୁ ସମ୍ବର୍ଦ୍ଧନା 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଏସିଆନ୍ ଗେମ୍ସରେ ଶୁଟିଂରୁ ଭାରତକୁ ପ୍ରଥମ ସ୍ୱର୍ଣ୍ଣ, ଇତିହାସ ରଚିଲେ ସୁରୁଚି-କମଲଜିତ 🔴 ମହାବଳ ବାଘକୁ ଘରେ ତାଲା 🔴 ଜାତୀୟ ହୋମିଓପାଥିକ କର୍ମଶାଳାରେ ୬୫ ସଫଳ ପ୍ରାର୍ଥୀଙ୍କୁ ସମ୍ବର୍ଦ୍ଧନା