ଆଜିଠୁ ରାଜ୍ୟରେ ଖୋଲିବ ସ୍କୁଲ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ରାଜ୍ୟରେ ଖୋଲିବ ସ୍କୁଲ । କିନ୍ତୁ କିଛି ଜିଲ୍ଲାରେ ଗ୍ରୀଷ୍ମପ୍ରବାହକୁ ନଜରରେ ରଖି ଛୁଟିକୁ ବଢାଇଦିଆଯାଇଛି । ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ଅନୁଗୁଳ, ସୁବର୍ଣ୍ଣପୁର ଓ ବଲାଙ୍ଗୀରରେ ଗ୍ରୀଷ୍ମ ପ୍ରବାହ ପାଇଁ ଛୁଟି ବଢାଇଛନ୍ତି ଜିଲ୍ଲାପାଳ । କିଛି ଜିଲ୍ଲାରେ ଆସନ୍ତାକାଲିଠୁ ସକାଳୁଆ ସ୍କୁଲ ହେବ । ୨୨ରୁ ୨୪ ତାରିଖ ପର୍ୟ୍ୟନ୍ତ ଜିଲ୍ଲାର ସବୁ ସ୍କୁଲ ସକାଳୁଆ ଚାଲିବ । ସକାଳ ୬ଟା ୩୦ରୁ ୧୦ଟା ପର୍ଯ୍ୟନ୍ତ ପାଠପଢା ହେବ । ସମ୍ବଲପୁର ଜିଲ୍ଲାରେ ମଧ୍ୟ କାଲିଠୁ ଖୋଲିବ ସ୍କୁଲ । ୨୪ ତାରିଖ ଯାଏ ସକାଳ ୬ଟା ୩୦ରୁ ୧୦ଟା ପର୍ୟ୍ୟନ୍ତ ପାଠପଢା ହେବ । ସକାଳ ୯ଟା ୩୦ରୁ ୧୦ଟା ମଧ୍ୟରେ ପିଲାଙ୍କୁ ମଧ୍ୟାହ୍ନ ଭୋଜନ ମିଳିବ । ୨୬ ତାରିଖରୁ ନିୟମିତ ସମୟ ଅନୁସାରେ ସ୍କୁଲ ଚାଲିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!