Masthead

ତାତିରୁ ମିଳିବ ଆଶ୍ୱସ୍ତି, ୭ରୁ ୧୧ ସେଣ୍ଟିମିଟର ବର୍ଷା ସମ୍ଭାବନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତାତିରୁ ମିଳିବ ଆଶ୍ୱସ୍ତି । ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବଢିବ ବର୍ଷାର ବିସ୍ତୃତି । ରାଜ୍ୟରେ ପ୍ରାକ ମୌସୁମୀ ବର୍ଷା ଆରମ୍ଭ ହୋଇଥିବା ଆଜିଠୁ ବର୍ଷାର ପରିମାନ ବଢିବ । ଦକ୍ଷିଣ ଓଡ଼ିଶାର କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ସହ ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ୭ରୁ ୧୧ ସେଣ୍ଟିମିଟର ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟର ଆଉ କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ବିଶେଷକରି କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିଭଳି ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ଝାରସୁଗୁଡ଼ା, ସୋନପୁର ଓ ବୌଦ୍ଧ ଜିଲ୍ଲାରେ ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ମଧ୍ୟ ରହିଛି। ୨୨ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ