Masthead

କାଲି ଓଡ଼ିଶା ଆସିବେ ଜେ.ପି ନଡ୍ଡା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସନ୍ତା କାଲି ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧକ୍ଷ୍ୟ ଜେ.ପି ନଡ୍ଡା । ଅପରାହ୍ନରେ ଝାରସୁଗୁଡ଼ାରେ ପହଞ୍ଚିବେ ନଡ୍ଡା । ବରଗଡ଼ ଲୋକସଭା କ୍ଷେତ୍ରରେ କର୍ମୀ ସମ୍ମିଳନୀ କରିବେ ଜେ.ପି ନଡ୍ଡା । ୨୩ରେ ଭବାନୀପାଟଣାରେ ମହାଜନସଂପର୍କ ଅଭିଯାନ । ଅଭିଯାନରେ ସାମିଲ ହେବେ ଜେପି ନଡ୍ଡା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି