Masthead

ପୂର୍ବତନ ସରପଞ୍ଚ ପ୍ରତିନିଧିଙ୍କୁ ହତ୍ୟା !

ବ୍ରହ୍ମପୁର (ବଡ଼ ଖବର ବ୍ୟୁରୋ): ପୂର୍ବତନ ସରପଞ୍ଚ ପ୍ରତିନିଧିଙ୍କୁ କାର୍ ମଡ଼ାଇ ହତ୍ୟା ଅଭିଯୋଗ । ବୁଲେଟରେ ଫେରୁଥିବା ବେଲେ ତାଙ୍କ ଉପରେ ମାଡ଼ିଯାଇଥିଲା କାର । ଜଣେ ସ୍ଥାନୀୟ ଯୁବକ ତାଙ୍କୁ ମାରିଥିବା ଅଭିଯୋଗ କଲେ ପରିବାର ଲୋକେ । ପରିବାରର ଅଭିଯୋଗ ପରେ ଦିଗପହଣ୍ଡି ପୋଲିସ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି । ଫେରାର ଅଭିଯୁକ୍ତକୁ ଶୀଘ୍ର ଗିରଫ କରିବାକୁ ପରିବାର ଲୋକେ ଦାବି କରିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ