Masthead

ବିଜେଡି ଯୁବନେତାଙ୍କୁ ହତ୍ୟା ଅଭିଯୋଗ

ଗଞ୍ଜାମ(ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକର ନୂଆଁ ଗାଁ ଥାନା ଅନ୍ତର୍ଗତ ଖମାରୀ ଗାଁର ପୂର୍ବତନ ସରପଞ୍ଚ ପ୍ରତିନିଧି ମୋହନ ମହାପାତ୍ର ଙ୍କୁ କାର ଧକ୍କା କରି ହତ୍ୟା କରିଥିବା ଅଭିଯୋଗ ହୋଇଛି । ମିଳିଥିବା ଖବରରୁ ପ୍ରକାଶ ଯେ ମଙ୍ଗଳବାର ଦିନ ମୋହନ ଙ୍କ ସହିତ ସେହି ଗ୍ରାମର ରାମକୃଷ୍ଣ ମିଶ୍ରଙ୍କ ର ବଚସା ହୋଇଥିଲା ,ଏହାର କିଛିକ୍ଷଣ ପରେ ମୋହନ ନିଜ ମଟର ସାଇକେଲରେ ଗଲା ବେଳେ ରାମକୃଷ୍ଣ ପଛପଟୁ କାର ଲଗାଇ ଥିଲା । ଏବଂ ଦୁର୍ଘଟଣା ଘଟାଇବା ପରେ ସେହି କାରରେ ରାମକୃଷ୍ଣ ମୋହନଙ୍କୁ ଦିଗପହଣ୍ଡି ମେଡିକାଲ କୁ ଆଣିଥିଲେ ସେଠାରେ ଡାକ୍ତର ମୋହନଙ୍କୁ ମୃତ ଘୋଷଣା କରିଥିଲେ। ଏହି ସମୟରେ ରାମକୃଷ୍ଣ ମୋହନଙ୍କ ମୃତ ଦେହକୁ ମେଡିକାଲରେ ଛାଡି ପଳାଇ ଯାଇଥିଲେ। ତେଣୁ ରାମକୃଷ୍ଣ ମୋହନଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି । ପୋଲିସ ଘଟଣାର ତଦନ୍ତ କରୁଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ରାଜ୍ୟ କ୍ୟାବିନେଟର ବଡ ବୈଠକ, ଆସିପାରେ ନୂଆ ନିଷ୍ପତ୍ତି 🔴 ଶ୍ରୀମନ୍ଦିରରେ ଚିତାଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ 🔴 ସୃଷ୍ଟି ହେଲା ଲଘୁଚାପ 🔴 ୫ ବର୍ଷ ଧରି ପୋଖରୀରେ ନାବାଳକ 🔴 ଡିଜିପି ଚୟନ ସୁପ୍ରିମକୋର୍ଟରେ ମାମଲା 🔴 ବଢିଲା ଚାମେଲିଙ୍କ ପାଇଁ ଅଡୁଆ 🔴 ଶ୍ମଶାନରୁ ୩ ଶବ ଗାୟବ 🔴 ଶସ୍ତା ହେଲା ଇଲିଶି, ମତ୍ସ୍ୟଜୀବୀଙ୍କ ଜାଲରେ ଟନ୍ ଟନ୍ ମାଛ 🔴 ମାଟିରେ ମିଶିବ ୩୩୦ ଘର 🔴 କଲମ୍ବିଆ ଭୂମିକମ୍ପ, ମୃତ୍ୟୁସଂଖ୍ୟା ୧୩୨ 🔴 ରାଜ୍ୟ କ୍ୟାବିନେଟର ବଡ ବୈଠକ, ଆସିପାରେ ନୂଆ ନିଷ୍ପତ୍ତି 🔴 ଶ୍ରୀମନ୍ଦିରରେ ଚିତାଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ 🔴 ସୃଷ୍ଟି ହେଲା ଲଘୁଚାପ 🔴 ୫ ବର୍ଷ ଧରି ପୋଖରୀରେ ନାବାଳକ 🔴 ଡିଜିପି ଚୟନ ସୁପ୍ରିମକୋର୍ଟରେ ମାମଲା 🔴 ବଢିଲା ଚାମେଲିଙ୍କ ପାଇଁ ଅଡୁଆ 🔴 ଶ୍ମଶାନରୁ ୩ ଶବ ଗାୟବ 🔴 ଶସ୍ତା ହେଲା ଇଲିଶି, ମତ୍ସ୍ୟଜୀବୀଙ୍କ ଜାଲରେ ଟନ୍ ଟନ୍ ମାଛ 🔴 ମାଟିରେ ମିଶିବ ୩୩୦ ଘର 🔴 କଲମ୍ବିଆ ଭୂମିକମ୍ପ, ମୃତ୍ୟୁସଂଖ୍ୟା ୧୩୨