ମହିଳା ପାଳିଲେ ଆନ୍ତର୍ଜାତୀୟ ଯୋଗ ଦିବସ

ଗଞ୍ଜାମ(ବଡ଼ ଖବର ବ୍ୟୁରୋ): ଆଜି ହେଉଛି ଆନ୍ତର୍ଜାତିକ ଯୋଗ ଦିବସ । ବିଶ୍ୱର ବିଭିନ୍ନ ସ୍ଥାନରେ ଆଜି ଯୋଗ ଦିବସ ପାଳନ କରାଯାଉଛି । ଏହି ଯୋଗଦିବସ ଅବସରରେ ଗଞ୍ଜାମ ଜିଲ୍ଲା ସୋରଡା ବ୍ଲକ ବଡଗଡ ରେ ଥିବା ସ୍ଥାନୀୟ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତିକ ଯୋଗ ଦିବସ ପାଳନ କରାଯାଇଛି। ସେମାନଙ୍କ କହିବା ଅନୁସାରେ ସୁସ୍ଥ ଓ ଆରୋଗ୍ୟ ରହିବା ପାଇଁ ପ୍ରତିଦିନ ଯୋଗ କରିବା ନିହାତି ଦରକାର। ବହୁ ପୂରାତନ କାଳରୁ ମୁନିଋଷିଙ୍କ ଦ୍ଵାରା ବର୍ଣ୍ଣିତ ହୋଇଥିବା ଯୋଗାସନ ଓ ତାର ପ୍ରଣାଳୀ ଆଜି ମଧ୍ୟ ଦୈନଦିନ ଜୀବନ ରେ ପ୍ରଭାବ ପକାଉଥିବାର ଦେଖିବାକୁ ମିଳୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’