Masthead

‘ମଣିପୁର ସରକାର ଏବଂ ପ୍ରଶାସନ ଉପରେ ଲୋକଙ୍କର ଆଉ ଭରସା ନାହିଁ’

ଇମ୍ଫାଲ (ବଡ଼ ଖବର ବ୍ୟୁରୋ): ହିଂସାରେ ଜଳୁଛି ମଣିପୁର । ଏବେ ବି ମଣିପୁରରେ ଜାରି ରହିଛି ହିଂସା । ବିଭିନ୍ନ ସ୍ଥାନରେ ଜାରି ରହିଛି ଗୁଳି ବର୍ଷା । ମଣିପୁରରେ ଥଂଗଜିଙ୍ଗ୍ ନାମକ ସ୍ଥାନରେ ଗତକାଲି ରାତିରେ ୨୦ ରାଉଣ୍ଡ ଗୁଳିମାଡ ହୋଇଛି । ଗେଲଜୌଙ୍ଗ୍ ଏବଂ ସିଂଗଡାରେ ବି ଗୁଳିମାଡ ଘଟଣା ସାମ୍ନାକୁ ଆସିଛି । ମଣିପୁରରେ ହିଂସାକାଣ୍ଡ ବଢୁଥିବା ବେଳେ ମଣିପୁରରେ ବିଜେପିର ୯ ବିଧାୟକ ନିଜ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ପ୍ରଧାନମନ୍ତ୍ରୀଙ୍କ ନିକଟକୁ ପତ୍ର ଲେଖିଛନ୍ତି ।

ଆମେରିକା ଗସ୍ତ ପୂର୍ବରୁ ମଣିପୁରର ୯ଜଣ ବିଜେପି ବିଧାୟକ ପ୍ରଧାନମନ୍ତ୍ରୀ ମୋଦିଙ୍କ ନିକଟକୁ ଏକ ପତ୍ର ଲେଖିଛନ୍ତି । ସେଥିରେ ଲେଖାଯାଇଛି ମଣିପୁର ସରକାର ଏବଂ ପ୍ରଶାସନ ଉପରେ ଲୋକଙ୍କର ଆଉ ଭରସା ନାହିଁ । ରାଜ୍ୟ ସରକାରଙ୍କ ଉପରେ ଜନତାଙ୍କ ବିଶ୍ୱାସ ଉଠିଗଲାଣି । ତେଣୁ ଏହାକୁ ଗୁରୁତ୍ୱର ସହ ନେଇ ସମସ୍ୟାର ସାଧାନ କରନ୍ତୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି