Masthead

ବୁଢ଼ାବଳଙ୍ଗ ନଦୀରେ ବୁଡ଼ି ଛାତ୍ର ନିଖୋଜ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ସ୍ଥିତ ବଡ଼ ନୂଆପୁର ନିକଟରେ ବୁଢାବଳଙ୍ଗ ନଦୀରେ ବୁଡ଼ି ଛାତ୍ର ନିଖୋଜ , ନିଖୋଜ ନାବାଳକ ଅଷ୍ଟମ ଶ୍ରେଣୀର ଛାତ୍ର ବୋଲି ଜଣାପଡିଛି । ବଡ଼ ନୁଆପୁର ସ୍ଥିତ ବୁଢ଼ାବଳଙ୍ଗ ନଦୀରେ ଗାଧୋଉଥିବା ବେଳେ ବୁଡ଼ିଯାଇ ଛାତ୍ର ନିଖୋଜ । ।ଘଟଣା ସ୍ଥଳରେ ଅଗ୍ନିଶମ ଟିମ ଓ ପୋଲିସ ପହଞ୍ଚି ଦୀର୍ଘ ସମୟ ଧରି ଖୋଜାଖୋଜି ପରେବି ଛାତ୍ର ଜଣଙ୍କର କୌଣସି ପତ୍ତା ମିଳୁନି ।ନଦୀ ଘାଟ ପାଖରେ ପିଲାଟିର ସାଇକେଲ,ଜୋତା ଓ ପ୍ୟାଣ୍ଟ ସାର୍ଟ ଥିବାର ଦେଖିବାକୁ ମିଳିଛି। ନିଖୋଜ ଛାତ୍ର ମାଣିଖମ୍ବ ଅଞ୍ଚଳର ଦୀପକ କରଙ୍କ ପୁଅ ଓମ ପ୍ରକାଶ କର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା