Masthead

୧୫ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଶେଷ ହେଲା ରାଜ୍ୟ କ୍ୟାବିନେଟ୍ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଗୁରୁତ୍ୱପୂର୍ଣ୍ଣ ବୈଠକରେ ୧୫ ପ୍ରସ୍ତାବରେ ବାଜିଛି କ୍ୟାବିନେଟ୍ ମୋହର । ଏଣିକି ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ସବୁ ଗାଁକୁ ରାସ୍ତା ହେବ । ଗଞ୍ଜମର ଶୀତଳାପଲ୍ଲୀରେ ମଲ୍ଟି ସ୍ପେଶାଲିଟି ହସପିଟାଲ ତିଆରି ହେବ । ସଉରା ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସାମିଲ୍ କରିବା ପାଇଁ କେନ୍ଦ୍ରକୁ ପ୍ରସ୍ତାବ ପଠାଯିବ ବୋଲି ଚୂଡାନ୍ତ ହୋଇଛି । ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନାକୁ କ୍ୟାବିନେଟରେ ଅନୁମୋଦନ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା