Masthead

ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

କାମାକ୍ଷାନଗର (ବଡ଼ ଖବର ବ୍ୟୁରୋ): ଢେଙ୍କାନାଳ ହସ୍ପିଟାଲରେ ବିଚାରଧୀନ କଏଦିଙ୍କ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ । ମୃତକ ଜଣଙ୍କ ହେଉଛନ୍ତି ସଦର ଥାନା ବେଶାଳିଆ ଗ୍ରାମର ଅଥାନି ଦେହୁରୀ। ଅଥାନୀ ଗତ ରବିବାର ଦିନ ମଦ ବ୍ୟବସାୟ ଅଭିଯୋଗରେ ଜେଲରେ ଭର୍ତ୍ତି ହୋଇଥିଲେ।ହଠାତ ତାଙ୍କ ଦେହ ଅସୁସ୍ଥ ହେବାରୁ ଆଜି ସକାଳୁ ଜିଲ୍ଲା ମୁଖ୍ୟ ଚିକତ୍ସାଳୟରେ ଭର୍ତ୍ତି ହୋଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ।

ଅଥାନୀଙ୍କୁ ବାଡେଇ ବାଡେଇ ମାରିଦେଇଥିବା ଅଭିଯୋଗ କରିଛନ୍ତି ପରିବାର ଲୋକ।ଜେଲ ପକ୍ଷରୁ ଅଥାନୀଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ପରିବାର ଲୋକଙ୍କୁ ଅବଗତ କରାଯାଇନଥିବା ମଧ୍ୟ ଅଭିଯୋଗ କରିଛନ୍ତି ପରିବାର ଲୋକେ।ଯାହାକୁ ନେଇ ମେଡିକାଲ ପରିସରରେ ସାମାନ୍ୟ ଉତେଜନା ଦେଖାଦେଇଥିଲା।ଘଟଣାର ତଦନ୍ତ ଦାବି କରିଛନ୍ତି ମୃତକ ଅଥାନୀଙ୍କ ପରିବାର ଲୋକେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା