ସାଲେପୁରରେ ଗଣ ଆନ୍ଦୋଳନ

ସାଲେପୁର, (ବଡ଼ ଖବର ବ୍ୟୁରୋ) : ସାଲେପୁର ବିଦ୍ୟୁତ୍ କାର୍ଯ୍ୟାଳୟ ସମ୍ମୁଖରେ ଗଣ ଆନ୍ଦୋଳନ । ବିଦ୍ୟୁତ୍ ଶୁଳ୍କ ବୃଦ୍ଧି, ଅଘୋଷିତ ବିଦ୍ୟୁତ୍ କାଟ, ବିପଦ ସଙ୍କୁଳ ଅବସ୍ଥାରେ ଥିବା ବିଦ୍ୟୁତ୍ ଖୁଣ୍ଟିର ତୁରନ୍ତ ମରାମତି ଦାବିରେ ବିଦ୍ୟୁତ୍ ଉପଭୋକ୍ତା ମିଳିତ ମଞ୍ଚର ଗଣ ଆନ୍ଦୋଳନ । ମୁତାରିଫ୍ ଗ୍ରାମ ପଞ୍ଚାୟତର ସମିତି ସଭ୍ୟ ତଥା କଟକ ଜିଲ୍ଲା CPI ସଭାପତି ଉଦୟ କେଶରୀ ବର୍ମାଙ୍କ ନେତୃତ୍ୱରେ ଏହି ଆନ୍ଦୋଳନ ଅନୁଷ୍ଠିତ ହୋଇଯାଇଛି। ପ୍ରତିବାଦରେ ଏକ ଲିଖିତ ଦାବିପତ୍ର SDOଙ୍କୁ ଦିଆଯାଇଛି। ଆଗାମୀ ଦିନରେ ଦାବି ପୂରଣ ନ ହେଲେ ଆନ୍ଦୋଳନକୁ ତୀବ୍ରତର କରାଯିବ ବୋଲି ବିଦ୍ୟୁତ୍ ଉପଭୋକ୍ତା ମିଳିତ ମଞ୍ଚ ଚେତାବନୀ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ